Browsing Tag

farmasist suspended

ମହଙ୍ଗା ପଡ଼ିଲା ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲଫି, ନିଲମ୍ବିତ ହେଲେ ଫାର୍ମାସିଷ୍ଟ

ମହଙ୍ଗା ପଡ଼ିଲା ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲଫି । ସସ୍‌ପେଣ୍ଡ ହେଲେ ଫାର୍ମାସିଷ୍ଟ । ନିଲମ୍ବିତ ହେଲେ ଫାର୍ମାସିଷ୍ଟ ଯଶୋବନ୍ତ ବେହେରା । ରାଷ୍ଟ୍ରପତି ଯିବା ପରେ ହେଲିପ୍ୟାଡରେ ଡିଉଟି ପଡିଥିବା ଜଣେ ଫାର୍ମାସିଷ୍ଟ ଗୋଟିଏ ହେଲିକପ୍ଟର ନିକଟରେ ସେଲ୍ଫି ନେଇଥିଲେ । ଫଟୋକୁ ନିଜ…