fatal error

ମାଟ୍ରିକ୍‌ ପରୀକ୍ଷା ପରିଚାଳନାରେ ସାଂଘାତିକ ତ୍ରୁଟି: ଛାତ୍ରୀଙ୍କ ଠାରୁ ଉତ୍ତର ଖାତା ନନେଇ, ପ୍ରଶ୍ନ ପତ୍ର ନେଇଗଲେ ସାର

ବାଲେଶ୍ୱର (କେନ୍ୟୁଜ): ଉତ୍ତର ଖାତା ନୁହେଁ, ପ୍ରଶ୍ନ ପତ୍ର ନେଇଗଲେ ସାର। ଏଭଳି ଆଶ୍ୟର୍ଯ୍ୟଜନକ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଳକ ଜାମୁଝାଡି ସ୍ଥିତ ଦାମୋଦର…

1 year ago