Browsing Tag

father of nation

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସରେ ଦେଶ ପାଳୁଛି ସହିଦ ଦିବସ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ । ମହାତ୍ମା ଗାନ୍ଧୀ ଥିଲେ ବିଂଶ ଶତାବ୍ଦୀର ସର୍ବଶ୍ରେଷ୍ଠ ସତ୍ୟର ଆରାଧକ। ତାଙ୍କ ପାଇଁ ସତ୍ୟ ହିଁ ଭଗବାନ ଥିଲା। ୧୯୪୮ ଜାନୁଆରୀ ୩୦ ତାରିଖରେ ନାଥୁରାମ ଗଡସେଙ୍କ ଗୁଳିମାଡ଼ରେ ନିହତ ହୋଇଥିଲେ ମହାତ୍ମା। ହେ ରାମ କହି, ମହାତ୍ମା ଗାନ୍ଧୀ…