ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ, ଅଳ୍ପକେ ବର୍ତ୍ତିଲେ ୨୦ରୁ ଅଧିକ ଯାତ୍ରୀ
କାମାକ୍ଷାନଗର (କେନ୍ୟୁଜ): ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ। ଅଳ୍ପକେ ବର୍ତିଲେ ଯାତ୍ରୀ। ରୋଡମାଷ୍ଟର ନାମକ ଯାତ୍ରୀବାହୀ ବସ ପାଲହଡାରୁ ଯାତ୍ରୀନେଇ ଭୁବନେଶ୍ୱର ଯାଉଥିବାବେଳେ ବିଜାଡିହ ଛକନିକଟରେ ରାସ୍ତାତଳକୁ ଖସିଯାଇଥିଲା। ବସରେ ୨୦ରୁ ଅଧିକ ଯାତ୍ରୀ ଥିବା ଅନୁମାନ…