ମାଲକାନାଗିରି: ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମହିଳା ମାଓବାଦୀ ମୃତ
ମାଲକାନାଗିରି : ମାଲକାନାଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେଓ୍ଵାଡା ଜିଲ୍ଲାରେ ପୋଲିସକୁ ବଡ଼ ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମହିଳା ମାଓବାଦୀ ମୃତ।
ଗୁମଲନାର ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ ବେଳେ ହାର୍ଡକୋର ମହିଳା ମାଓବାଦୀ ପୟୋକେ ବେକ୍ର ମୃତ୍ୟୁ ହୋଇଛି। ତା’…