ଫିଫା ବିଶ୍ୱକପ୍ ଫାଇନାଲ: ଟାଇଟଲ୍ ପାଇଁ ଆର୍ଜେଣ୍ଟିନା ସହ ଲଢ଼ିବ ଫ୍ରାନ୍ସ
କେନ୍ୟୁଜ୍: ଫିଫା ବିଶ୍ୱକପ୍ ଫାଇନାଲରେ ଡିଫେଣ୍ଡିଂ ଚାମ୍ପିଅନ୍ ଫ୍ରାନ୍ସ । ୧୮ ତାରିଖରେ ଆର୍ଜେଣ୍ଟିନା ସହ ଟାଇଟଲ୍ ପାଇଁ ଲଢ଼ିବ । ଗତକାଲି ଦ୍ୱିତୀୟ ସେମିରେ ମରକ୍କୋକୁ ୨-୦ରେ ପରାସ୍ତ କରିଥିଲା । ଚତୁର୍ଥ ଥର ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି ଫ୍ରାନ୍ସ । ଲଗାତାର ଦ୍ୱିତୀୟ ଥର…