ହଲ୍ରେ ରିଲିଜ୍ ହେବ ସୁଶାନ୍ତ ସିଂହ ରାଜପୁତଙ୍କ ଉପରେ ଆଧାରିତ ଫିଲ୍ମ, ରୋକ୍ ଲଗାଇବାକୁ ମନା କଲେ ହାଇକୋର୍ଟ
ଥିଏଟରରେ ରିଲିଜ୍ ହେବ ସୁଶାନ୍ତ ସିଂହ ରାଜପୁତଙ୍କ ଉପରେ ଆଧାରିତ ଫିଲ୍ମ। ଫିଲ୍ମ ଉପରେ ରୋକ୍ ଲଗାଇବାକୁ ମନା କରି ଦେଲେ ହାଇକୋର୍ଟ। ଦିଲ୍ଲୀ ହାଇକୋର୍ଟ ଦିବଂଗତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଉପରେ ଆଧାରିତ ଫିଲ୍ମ ‘ନ୍ୟାୟ: ଦ ଜଷ୍ଟିସ୍’କୁ ସିନେମା ଘରେ ରିଲିଜ୍ ଉପରେ…