ଭାରତୀୟ ଚଳଚ୍ଚିତ୍ରର ଧମାକା: ଫିଲ୍ମ RRRର ‘ନାଟୁ ନାଟୁ’କୁ ମିଳିଲା ଓସ୍କାର ଆଓ୍ଵାର୍ଡ
ଓସ୍କାରରେ ଭାରତର ଡବଲ ଧମାକା। ଫିଲ୍ମ RRRର ‘ନାଟୁ ନାଟୁ’କୁ ମିଳିଲା ଓସ୍କାର ଆଓ୍ଵାର୍ଡ । ବେଷ୍ଟ ଓରିଜିନାଲ ସଙ୍ଗ୍ କାଟାଗୋରୀରେ ଜିତଲା ଓସ୍କାର । ଫିଲ୍ମ RRRର ନାଟୁ ନାଟୁ ୨୦୨୨ର ହିଟ୍ ଟ୍ରାକ୍ସ ମଧ୍ୟରୁ ଗୋଟିଏ । ‘ତେଲୁଗୁ ଭର୍ସନରେ ଏହାକୁ କମ୍ପୋଜ କରିଛନ୍ତି ଭେଟେରାନ୍ ମ୍ୟୁଜିକ…