ବଜେଟ୍ ଘୋଷଣା ପୂର୍ବରୁ ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇଲେ ରାଷ୍ଟ୍ରପତି, କଲେ ଫଟୋ ସେସନ୍
ନୂଆଦିଲ୍ଲୀ : ଆଉ କିଛି ସମୟ ପରେ ଆସିବ କେନ୍ଦ୍ର ବଜେଟ୍ । ଏହା ହେଉଛି ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍ । ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରିବା ପୂର୍ବରୁ ସମସ୍ତ ଔପଚାରିକତା ପୂରଣ କରିଛନ୍ତି ଅର୍ଥମନ୍ତ୍ରୀ । ପ୍ରଥମେ ଅର୍ଥମନ୍ତ୍ରଣାଳୟକୁ ଯାଇ ସେଠାରେ ନିଜ ଟିମ୍ ସହ ଫଟୋ…