ବାଣ ବିସ୍ଫୋରଣରେ ସଂପର୍କୀୟ ମଉସା ଓ ପୁତୁରା ଗୁରୁତର, ଜଣେ ଭୁବନେଶ୍ବର ସ୍ଥାନାନ୍ତର
ବାଣ ବିସ୍ଫୋରଣରେ ସଂପର୍କୀୟ ମଉସା ଓ ପୁତୁରା ଗୁରୁତର । ନୟାଗଡ ଜିଲ୍ଲା ନୂଆଗାଁ ଥାନା ହିରାଦେଇପୁରରେ ଏହି ଅଘଟଣ ଘଟିଛି। ଜଣେ ନୟାଗଡ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଅନ୍ଯ ଜଣଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ଦୁଇ ଗୁରୁତର ହେଲେ ଦଶପଲ୍ଲା ଶ୍ରୀରାମପୁରର…