Browsing Tag

fire explosion

ଗୁଜରାଟର ଏକ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ, ଝରକା ଭାଙ୍ଗି ରୋଗୀଙ୍କୁ ଉଦ୍ଧାର ଉଦ୍ୟମ

ଗୁଜରାଟ : ଗୁଜରାଟର ଭାବନଗର କାଲ ନାଲା ଅଞ୍ଚଳର ଏକ କମ୍ପ୍ଲେକ୍ସରେ ଆଜି ସକାଳେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ବେସମେଣ୍ଟରୁ ଆରମ୍ଭ ହୋଇଥିବା ନିଆଁ ଶୀଘ୍ର କୋଠା ସାରା ବ୍ୟାପି ଯାଇଥିଲା । କୋଠାରେ ଅନେକ ହସ୍ପିଟାଲ ରହିଛି । ସୂଚନା ପାଇ ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।…

ମେକ୍ସିକୋ ସୁପରମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ, ୨୩ ମୃତ

ମେକ୍ସିକୋ : ମେକ୍ସିକୋର ସୋନୋରା ରାଜ୍ୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୨୩ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୧୨ ଜଣ ଆହତ ହୋଇଛନ୍ତି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ରାଷ୍ଟ୍ରପତି…

ଖୋର୍ଦ୍ଧା: ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ଆଖି ବୁଜିଲେ, ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଟାଙ୍ଗି(କେନ୍ୟୁଜ): ଟାଙ୍ଗୀ ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି । ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଭୁଷଣ୍ଡପୁରର ୨୨ ବର୍ଷୀୟ ମହେଶ୍ୱର ବେହେରା । ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଭୂଷଣ୍ଡପୁରରେ ବେଆଇନ କାରଖାନାରେ…