ବନ୍ଧମୁଣ୍ଡା ଗୁଳିକାଣ୍ଡ ଘଟଣାରେ ୫ ଅଟକ, ଘଟଣାସ୍ଥଳରୁ ଖୋକା ଜବତ
ରାଉରକେଲା : ବନ୍ଧମୁଣ୍ଡା ଗୁଳିକାଣ୍ଡ ଘଟଣାରେ ୫ ଜଣ ଅଟକ ହୋଇଛନ୍ତି । ଦୁଇ ଗୋଷ୍ଠୀ ବିବାଦ ମଧ୍ୟରେ ଗୁଳିମାଡ଼ ଘଟଣାରେ ପାଞ୍ଚ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ବନ୍ଧମୁଣ୍ଡା ଥାନା ପୋଲିସ । ଗତକାଲି ସନ୍ଧ୍ୟାରେ ରାଉରକେଲା ବନ୍ଧମୁଣ୍ଡା ଥାନା ସେକ୍ଟର ଡି ମାର୍କେଟରେ ଫୁଟିଥିଲା ଗୁଳି ।…