Browsing Tag

first world odia language conference

ଆରମ୍ଭ ହେଲା ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ: ସମ୍ମାନିତ ହେଲେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଭୁବନେଶ୍ବର ଜନତା ମୈଦାନରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସମସ୍ତେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ମାତୃଭାଷା ଓଡ଼ିଆର ପ୍ରଚାର, ପ୍ରସାର ଓ ବିକାଶ ପାଇଁ…