କୋଷ୍ଟଗାର୍ଡ଼ ଗୁଳିରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣା, କ୍ଷତିପୂରଣ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
ପାରାଦୀପ (କେ ନ୍ୟୁଜ୍) : କୋଷ୍ଟଗାର୍ଡ ଗୁଳିରେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାର ଆଲୋଚନା ମାଧ୍ୟମରେ ସମାଧାନ ହୋଇଛି। ପାରାଦୀପ ଓ ବାଲେଶ୍ୱରର ଓଡ଼ିଶା ସାମୁଦ୍ରିକ ମତ୍ସ୍ୟ ଉତ୍ପାଦକ ସଂଘ କୋଷ୍ଟଗାର୍ଡ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରିବା ସହ ଧାରଣା ଦେଇଥିଲା। ଗୁଳିମାଡ଼ରେ ପ୍ରାଣ ହରାଇଥିବା…