Browsing Tag

fishes available in anganwadi

ଏଣିକି ଅଙ୍ଗନବାଡି କେନ୍ଦ୍ରରେ ପିଲାଙ୍କୁ ଦିଆଯିବ ଚୂନା ମାଛ, ପଢ଼ନ୍ତୁ ସମ୍ପୂର୍ଣ୍ଣ ଖବର

ଭୁବନେଶ୍ୱର (କେନ୍ୟୁଜ୍‌) : ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କୁ ମିଳିବ ଚୂନା ମାଛ। ୩ ରୁ ୬ ବର୍ଷ ବୟସର ଶିଶୁ, ଗର୍ଭବତୀ, ପ୍ରସୂତୀ ମହିଳା ଏବଂ କିଶୋରୀଙ୍କୁ ଏଣିକି ଚୂନା ମାଛ ମିଳିବ। ପୂର୍ବରୁ ମିଳୁଥିବା ପରିପୂରକ ପୁଷ୍ଟିସାଧନ ଖାଦ୍ୟ ତାଲିକାରେ ଏଣିକି ଚୂନା ମାଛକୁ ସାମିଲ କରାଯିବ।…