ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ, ଲାଲ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଆଜି ଦେଶ ପାଳୁଛି ୭୮ତମ ସ୍ବାଧୀନତା ଦିବସ । ତ୍ରିରଙ୍ଗା ରଙ୍ଗରେ ରଙ୍ଗୀନ ହୋଇଛି ସାରା ଦେଶ। ସବୁଠି ସ୍ୱତନ୍ତ୍ରତାର ଏହି ଦିନକୁ ନେଇ ଉତ୍ସାହର ମାହୋଲ ଦେଖାଦେଇଛି । ଆଜି ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ । ପତାକା ଉତ୍ତୋଳନ କରି ଦେଶକୁ…