ଆଜିଠୁ ଝାରସୁଗୁଡ଼ାରୁ ଲକ୍ଷ୍ନୌକୁ ଉଡ଼ିବ ବିମାନ, ସପ୍ତାହରେ ୩ ଦିନ ଉଡ଼ାଣ ଭରିବ
ଝାରସୁଗୁଡ଼ା: ଆଜିଠୁ ଝାରସୁଗୁଡ଼ାରୁ ଲକ୍ଷ୍ନୌକୁ ଉଡ଼ିବ ବିମାନ । ଫେବ୍ରୁଆରି ୨ରୁ ରାୟପୁରକୁ ଷ୍ଟାର୍ ଏୟାର ଉଡ଼ାଣ କରିବ । ସପ୍ତାହର ୩ ଦିନ ଅର୍ଥାତ ମଙ୍ଗଳବାର, ଗୁରୁବାର ଓ ଶନିବାର ସନ୍ଧ୍ୟା ୫ଟା ୩୫ ମିନିଟ୍ ରେ ଝାରସୁଗୁଡ଼ାରୁ ଲକ୍ଷ୍ନୌ ପାଇଁ ବିମାନ ଉଡ଼ାଣ ଭରିବ ଏବଂ ସେଠାରେ ସନ୍ଧ୍ୟା ୬ଟା ୫୫…