Flood damage assessment: ବନ୍ୟା କ୍ଷୟକ୍ଷତିର ଆକଳନ, ସମ୍ପୂର୍ଣ୍ଣ ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା
ଭୁବନେଶ୍ୱର : ବନ୍ୟାରେ ୨୨ ଜିଲ୍ଲାର ୮୫ ବ୍ଲକ, ୧୫ ସହରାଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ବନ୍ୟା କ୍ଷୟକ୍ଷତି ନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସାଢ଼େ ୮ ଲକ୍ଷରୁ ଊର୍ଦ୍ଧ୍ବ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି । ସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ରିଲିଫ କାର୍ଯ୍ୟ ଜାରି ରହିବ ।…