ସୁବର୍ଣ୍ଣରେଖାରେ ବଡ ବନ୍ୟା ନେଇ ଜିଲ୍ଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆଲର୍ଟ
ବାଲେଶ୍ୱର : ସୁବର୍ଣ୍ଣରେଖା ନଦୀରେ ବଡ ବନ୍ୟା ନେଇ ଜିଲ୍ଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ବିଭିନ୍ନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଜିଲ୍ଲାପାଳ । ରାଜଘାଟରେ ବିପଦ ସଙ୍କେତ ଉପରେ ରହିଛି ସୁବର୍ଣ୍ଣରେଖା । ସନ୍ଧ୍ୟାରେ ବାଲିଆପାଳ, ଜଳେଶ୍ବର ଓ ଭୋଗରାଇର ତଳିଆ ଅଞ୍ଚଳ ଛୁଇଁବ ବନ୍ୟାଜଳ ।…