ଲଗାଣ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି, ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଦେଖାଦେଇଛି । ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ଭୋଗରାଇ, ଜଳେଶ୍ୱର ଓ ବସ୍ତା ବ୍ଲକର ଅନେକ ଅଞ୍ଚଳ ପ୍ରଭାବିତ ହୋଇଛି । ବନ୍ୟାପାଣି ଗାଁରେ ପଶିବା ଯୋଗୁ ବହୁ ଗାଁ ଜଳବନ୍ଦୀ ହୋଇଛିନ । ଏନେଇ ଆଜି ଆକାଶ ମାର୍ଗରୁ…