Below header
Browsing Tag

fm university

ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ହେଲେ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି

କେନ୍ୟୁଜ୍(ବ୍ୟୁରୋ):  ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ । ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ହେଲେ ଏଫ.ଏମ ବିଶ୍ୱବିଦ୍ୟାଳୟର କୁଳପତି । କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଚାରି…