Browsing Tag

fog in bhubaneswar

ଟ୍ୱିନ ସିଟିରେ ଘନ କୁହୁଡି, ଗାଡି ଚଳାଚଳରେ ଦେଖାଯାଉଛି ସମସ୍ୟା

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୋରରୁ ଘନ କୁହୁଡ଼ି ଯୋଗୁ ରାସ୍ତା ଠିକଭାବେ ଦେଖାଯାଉନାହିଁ । ଏଥିଯୋଗୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଦୁଇଦିନ ଘନ କୁହୁଡ଼ିର ସମ୍ଭାବନା ରହିଛି…

ରାଜ୍ୟରେ କମୁଛି ଶୀତ: ଆଜି ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ, ଦେଖାଯାଉନି ରାସ୍ତାଘାଟ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ କମୁଛି ଶୀତ । ବଢୁଛି ରାତିର ତାପମାତ୍ରା । ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ଫଳରେ ୫୦ ମିଟର ଦୂରତା ପର୍ଯ୍ୟନ୍ତ କିଛି ଦୃଶ୍ୟମାନ ହେଉନାହିଁ ।…

ଟ୍ବିନ୍ ସିଟିରେ କୋହଲା ପାଗକୁ ବହୁଛି ପବନ, ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ

ଭୁବନେଶ୍ବର(କେନ୍ଯୁଜ୍) :ଟ୍ବିନ୍ ସିଟିରେ କୋହଲା ପାଗକୁ ବହୁଛି ପବନ। ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଥିବା ନେଇ ମଧ୍ଯ ସୂଚନା ହସ୍ତଗତ ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳୁଛି। ସୂଚନା ମୁତାବକ, ଆସନ୍ତା ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ଓ…

ଓଡ଼ିଶାରେ କୋହଲା ପାଗ ସହ କିଛି ଜିଲ୍ଲାରେ ହାଲୁକା ବର୍ଷା ଜାରି, ଆହୁରି ୨-୩ ଲାଗି ରହିବ ଏମିତି

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ୱେଲ୍‌ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି ଡିପ୍ରେସନ୍‌ । ଏବେ ଆଭ୍ୟନ୍ତରୀଣ ତାମିଲନାଡୁ ଓ ସଂଲଗ୍ନ ରୟାଲସୀମାଠାରୁ ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ସକ୍ରିୟ ଅଛି । ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ସହ କିଛି…

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ, ଦୃଶ୍ୟମାନ ହେଉନାହିଁ ରାସ୍ତାଘାଟ

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଛି । ଭୁବନେଶ୍ୱର ଓ କଟକରେ ମଧ୍ୟ ପ୍ରବଳ କୁହୁଡି ହେଉଛି । ଭୁବନେଶ୍ୱର ପଟିଆ ଅଞ୍ଚଳରେ ଅଧିକ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନାହିଁ । ଲୋକେ ଯିବା ଆସିବା କରିବାରେ ନାନା…