Browsing Tag

fog in odisha

ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ରାଜ୍ୟରେ କମିଛି ଶୀତ, ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଶୀତର ପ୍ରକୋପ କମିଛି । ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ଶୀତ କମିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ବିଭିନ୍ନ ସ୍ଥାନରେ ପ୍ରବଳ…

ରାଜ୍ୟରେ ଜାରି ପ୍ରବଳ ଶୀତ ପ୍ରବାହ: ଆଜି ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ, ଦେଖାଯାଉନି ରାସ୍ତାଘାଟ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ପ୍ରବଳ ଶୀତ ପ୍ରବାହ ଜାରି ରହିଥିବା ବେଳେ ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ଫଳରେ ୫୦ ମିଟର ଦୂରତା ପର୍ଯ୍ୟନ୍ତ କିଛି ଦୃଶ୍ୟମାନ ହେଉନାହିଁ । ଫଳରେ…

ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ, ଅନୁଭୂତ ହେଉଛି ପ୍ରବଳ ଥଣ୍ଡା

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଖସୁଛି ପାରଦ । ବଢୁଛି ଥଣ୍ଡା । ପାରଦ ଖସିବା ସହ ଶୀତର ପ୍ରକୋପ ବଢୁଛି । ଗତ କିଛି ଦିନ ହେବ କ୍ରମାଗତ ଭାବରେ ରାତିର ତାପମାତ୍ରା ହ୍ରାସ ପାଉଛି । ଆସନ୍ତା ୩-୪ ଦିନ ଯାଏ ରାଜ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ଆସନ୍ତା ୩…

ବଦଳିଲା ପାଗ: ବଢ଼ିଲା ରାତି ତାପମାତ୍ରା, କିଛି ସ୍ଥାନରେ ଦେଖାଗଲାଣି ହାଲୁକାରୁ ମଧ୍ୟମ ଧରଣର କୁହୁଡି

ଭୁବନେଶ୍ଵର (କେନ୍ୟୁଜ): ବଦଳିଲା ପାଗ, ବଢ଼ିଲା ରାତି ତାପମାତ୍ରା କମିଲା ଶୀତ । ବଙ୍ଗୋପସାଗର ଅଞ୍ଚଳରୁ ପୂର୍ବଦିଗରୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଛି । ଫୁଲବାଣୀ, ଭବାନୀପାଟଣା,ପାରଳାଖେମୁଣ୍ଡିର କିଛି…

ଘନ କୁହୁଡିର ଚାଦର ତଳେ ସମଗ୍ର ରାଜ୍ଯ, ଶୀତୁଆ ସକାଳର ମଜା ନେଉଛନ୍ତି ଲୋକେ

କେନ୍ଯୁଜ୍: ବାତ୍ୟା ଜୱାଦର ପ୍ରଭାବ ଅପସରି ଗଲା ପରେ ପରେ ଧସେଇ ପଶିଛି ଶୀତ । ଘନ କୁହୁଡିର ଚାଦରରେ ଛାଇ ହୋଇଛି ସମଗ୍ର ରାଜ୍ଯ ।ଘନ କୁହୁଡ଼ି ଯୋଗୁଁ ଆଗକୁ କିଛି ବି ଦେଖାଯାଉନାହିଁ । ଧଳା ରଙ୍ଗର ଅସ୍ତରଣ ଚାରିଆଡେ ଛାଇ ଯାଇଛି । କାକର ବି ଦେହକୁ ସ୍ପର୍ଶ କରୁଛି । କିଏ ବା ଏହି ଶୀତୁଆ ସକାଳର…

ଓଡ଼ିଶାରେ କୋହଲା ପାଗ ସହ କିଛି ଜିଲ୍ଲାରେ ହାଲୁକା ବର୍ଷା ଜାରି, ଆହୁରି ୨-୩ ଲାଗି ରହିବ ଏମିତି

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ୱେଲ୍‌ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି ଡିପ୍ରେସନ୍‌ । ଏବେ ଆଭ୍ୟନ୍ତରୀଣ ତାମିଲନାଡୁ ଓ ସଂଲଗ୍ନ ରୟାଲସୀମାଠାରୁ ଉପକୂଳ ଆନ୍ଧ୍ରପ୍ରଦେଶ ଦେଇ ଆଭ୍ୟନ୍ତରୀଣ ଓଡ଼ିଶା ଯାଏ ସକ୍ରିୟ ଅଛି । ପ୍ରଭାବରେ ଓଡ଼ିଶାରେ କୋହଲା ପାଗ ସହ କିଛି…

ରାଜ୍ୟରେ ଖସିବାରେ ଲାଗିଛି ପାରଦ, ଘନ କୁହୁଡିର ଚାଦର ତଳେ ବଣାଇ ସହର

ବଣାଇ(କେନ୍ଯୁଜ୍): ରାଜ୍ୟରେ ଆରମ୍ଭ ହୋଇଯାଇଛି ଶୀତ ଲହରୀ। ଖସିବାରେ ଲାଗିଛି ପାରଦ। ବଣାଇରେ ଘନ କୁହୁଡି ସାଙ୍ଗକୁ ଶୀତ ଆରମ୍ଭ । ଲଘୁଚାପ ଜନିତ ବର୍ଷା ଛାଡିବା ପରେ ଘନ କୁହୁଡିର ଚାଦର ତଳେ ବଣାଇ ସହର । ଫଳରେ ରାସ୍ତା ଘାଟ ୧୦ ମିଟର ଯାଏଁ କିଛି ଦେଖାଯାଉନାହିଁ । ସକାଳୁ ସକାଳୁ…

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବି ଜାରି ରହିବ କୋହଲା ପାଗ

ଭୁବନେଶ୍ବର(କେନ୍ଯୁଜ୍): ଆଜି ବି ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ କୋହଲା ପାଗ ଲାଗି ରହିବ। ବାୟୁମଣ୍ଡଳରେ ଅହେତୁକ ଜଳୀୟବାଷ୍ପର ପରିମାଣ ବୃଦ୍ଧି ପାଇବ। ମେଘୁଆ ପାଗ ଯୋଗୁ ଧାନ ଓ ପନିପରିବା ଜାତୀୟ ଚାଷରେ ରୋଗପୋକ ବୃଦ୍ଧି ହେବାର ସମ୍ଭାବନା ରହିଛି।  ଆଗାମୀ ୩ରୁ ୪ ଦିନ ଯାଏଁ ରାତିର…

ପୁରୀରେ ଶୀତ ସାଙ୍ଗକୁ ଘନ କୁହୁଡି ଅନୁଭୂତ, ସକାଳୁ ସକାଳୁ ଦୃଶ୍ୟମାନ ହେଲାନି ଶ୍ରୀମନ୍ଦିର

ପୁରୀ: ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ଅନେକ ସ୍ଥାନରେ ପ୍ରବଳ କୁହୁଡି ଯୋଗୁ ସକାଳୁ ସକାଳୁ କିଛି ଦୃଶ୍ୟମାନ ହେଉନି । କୁହୁଡି ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି । ପୁରୀରେ ମଧ୍ୟ ପ୍ରବଳ କୁହୁଡି ଅନୁଭୂତ ହେଉଛି । କୁହୁଡିର ମାତ୍ରା ଏତେ ଥିଲା ଯେ ଶ୍ରୀମନ୍ଦିର ଲୁଚି ଯାଇଥିଲା ।…

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ, ଦୃଶ୍ୟମାନ ହେଉନାହିଁ ରାସ୍ତାଘାଟ

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଛି । ଭୁବନେଶ୍ୱର ଓ କଟକରେ ମଧ୍ୟ ପ୍ରବଳ କୁହୁଡି ହେଉଛି । ଭୁବନେଶ୍ୱର ପଟିଆ ଅଞ୍ଚଳରେ ଅଧିକ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନାହିଁ । ଲୋକେ ଯିବା ଆସିବା କରିବାରେ ନାନା…

ଆଜି ସକାଳୁ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆବରଣ, ଦୃଶ୍ୟମାନ ହେଉନାହିଁ ରାସ୍ତାଘାଟ

ଭୁବନେଶ୍ବର: ଆଜି ସକାଳୁ ଟ୍ଵିନସିଟି ବ୍ୟତିତ ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆବରଣ । କୁହୁ଼ଡି ଯୋଗୁଁ ମୁହଁକୁ ମୁହଁ ଦେଖାଯାଉନଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଫଳରେ ଗାଡ଼ି ଚଳାଚଳରେ ବହୁ ବାଧା ଉପୁଜିଛି। ରାସ୍ତାଘାଟ ମଧ୍ୟ ଦୃଶ୍ୟମାନ ହେଉନାହିଁ।

ବଡ଼ଦାଣ୍ଡରୁ ଅଦୃଶ୍ୟ ହେଲା ଶ୍ରୀମନ୍ଦିର, ଘନ କୁହୁଡ଼ିରେ ବୁଡ଼ିଗଲା ସାରା ଶ୍ରୀକ୍ଷେତ୍ର

ପୁରୀ: ଆଜି ସାରା ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିଛି । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡି ଅନୁଭୂତ ହୋଇଛି । ପ୍ରବଳ କୁହୁଡି ଯୋଗୁ ସକାଳୁ ରାସ୍ତା ଦେଖାଯାଉନଥିଲା । ଫଳରେ ଲୋକେ ଯିବା ଆସିବାରେ ଅନେକ ଅସୁବିଧା ଭୋଗିଥିଲେ । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ…