Browsing Tag

fog

ରାଜ୍ୟରେ ତଳ ମୁହାଁ ପାରଦ, ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ବଢୁଛି ଶୀତ। ଶୀତ ସହ ବଢୁଛି କୁହୁଡ଼ିର ପରିମାଣ। ୨୨ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କିଛି ଜିଲ୍ଲାରେ ଦୃଶ୍ୟମାନ ଦୂରତା ଗୋଟିଏରୁ ଦୁଇଟି ସ୍ଥାନରେ ୨୦୦ମିଟର ରୁ କମ ରହିବା ସହ…

ଶୀତ କମିଛି, କିନ୍ତୁ ଘନ କୁହୁଡ଼ି ଯୋଗୁଁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଏବେ ସାମୁଦ୍ରିକ ବାୟୁର ପ୍ରବାହ ଜାରି ରହିଛି । ଫଳରେ ଶୀତ କମିଛି। ଘନ କୁହୁଡ଼ି ଦେଖିବାକୁ ମିଳୁଛି । ଆଜି ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନ ଦୂରତା ପ୍ରାୟ ୫୦ ମିଟର ରହିଛି । ଫଳରେ ଯାନବାହନ ଚଳାଚଳ…

ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ରାଜ୍ୟରେ କମିଛି ଶୀତ, ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଶୀତର ପ୍ରକୋପ କମିଛି । ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ଶୀତ କମିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ବିଭିନ୍ନ ସ୍ଥାନରେ ପ୍ରବଳ…

ରାଜ୍ୟରେ ଜାରି ପ୍ରବଳ ଶୀତ ପ୍ରବାହ: ଆଜି ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ, ଦେଖାଯାଉନି ରାସ୍ତାଘାଟ

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ପ୍ରବଳ ଶୀତ ପ୍ରବାହ ଜାରି ରହିଥିବା ବେଳେ ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ଫଳରେ ୫୦ ମିଟର ଦୂରତା ପର୍ଯ୍ୟନ୍ତ କିଛି ଦୃଶ୍ୟମାନ ହେଉନାହିଁ । ଫଳରେ…

ଆଉ ୨ଦିନ ଘନ କୁହୁଡ଼ି, ୧୯ରୁ ତାପମାତ୍ରା ବଢିବା ସହ ମେଘୁଆ ପାଗ ହେବାର ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ଆଉ ଦୁଇ ଦିନ ଘନ କୁହୁଡ଼ି। ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ପଡିବ। ଆଗାମୀ ଦୁଇ ଦିନ ତାପାମତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ରାଜଧାନୀ ସମେତ କଟକ, ଚାନ୍ଦବାଲି ପାରାଦୀପ ଓ…

ଟ୍ଵିନ୍‌ସିଟିରେ ପ୍ରବଳ କୁହୁଡ଼ି, ୫୦ ମିଟର ଦୂରତା ପର୍ଯ୍ୟନ୍ତ ଦେଖାଯାଉନି କିଛି

ଭୁବନେଶ୍ୱର/କଟକ(କେନ୍ୟୁଜ୍): ଟ୍ଵିନ୍‌ସିଟିରେ ଘନ କୁହୁଡ଼ିର ଆସ୍ତରଣ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ଫଳରେ ୫୦ ମିଟର ଦୂରତା ପର୍ଯ୍ୟନ୍ତ କିଛି ଦୃଶ୍ୟମାନ ହେଉନାହିଁ । ଯାତାୟତରେ ବାଧା ସୃଷ୍ଟି ହେଉଛି। ଫଳରେ ଲୋକମାନେ…

ଟ୍ବିନ୍ ସିଟିରେ କୋହଲା ପାଗକୁ ବହୁଛି ପବନ, ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ

ଭୁବନେଶ୍ବର(କେନ୍ଯୁଜ୍) :ଟ୍ବିନ୍ ସିଟିରେ କୋହଲା ପାଗକୁ ବହୁଛି ପବନ। ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଥିବା ନେଇ ମଧ୍ଯ ସୂଚନା ହସ୍ତଗତ ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳୁଛି। ସୂଚନା ମୁତାବକ, ଆସନ୍ତା ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ଓ…

ସକାଳୁ ସକାଳୁ ଘନ କୁହୁଡିର ଚାଦରରେ ଘୋଡେଇ ହୋଇଛି ଟ୍ବିନ ସିଟି, ୫୦ ମିଟର ଦୂରକୁ କିଛି ଦେଖାଯାଉନି

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଘନ କୁହୁଡି। ଘନ କୁହୁଡିର ଚାଦରରେ ଘୋଡେଇ ହୋଇଛି ଦୈତନଗରୀ । ୫୦ ମିଟର ଦୂରକୁ କିଛି ଦେଖାଯାଉନି । ଭୁବନେଶ୍ୱରରେ ଅଧିକ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନାହିଁ । ଲୋକେ ଯିବା ଆସିବା କରିବାରେ ନାନା ଅସୁବିଧା…

ଜୟପୁରରେ ଘନ କୁହୁଡି: ଦେଖାଯାଉନି ରାସ୍ତାଘାଟ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ଜୟପୁର: ଜୟପୁରରେ ଘନ କୁହୁଡି । ଗତକାଲି ରାତିରେ ସାମାନ୍ୟ ବର୍ଷା ହୋଇଥିବାବେଳେ ଆଜି ସକାଳେ ପ୍ରବଳ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ଯୋଗୁ ରାସ୍ତାଘାଟ ଦେଖାଯାଉନି । ଗାଡି ଚଳାଚଳରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। କୁହୁଡି ଯୋଗୁ ଦୋକାନ ବଜାର ମଧ୍ୟ ବିଳମ୍ବରେ ଖୋଲୁଛି। ସେପଟେ…

ପୁରୀରେ ଶୀତ ସାଙ୍ଗକୁ ଘନ କୁହୁଡି ଅନୁଭୂତ, ସକାଳୁ ସକାଳୁ ଦୃଶ୍ୟମାନ ହେଲାନି ଶ୍ରୀମନ୍ଦିର

ପୁରୀ: ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ଅନେକ ସ୍ଥାନରେ ପ୍ରବଳ କୁହୁଡି ଯୋଗୁ ସକାଳୁ ସକାଳୁ କିଛି ଦୃଶ୍ୟମାନ ହେଉନି । କୁହୁଡି ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି । ପୁରୀରେ ମଧ୍ୟ ପ୍ରବଳ କୁହୁଡି ଅନୁଭୂତ ହେଉଛି । କୁହୁଡିର ମାତ୍ରା ଏତେ ଥିଲା ଯେ ଶ୍ରୀମନ୍ଦିର ଲୁଚି ଯାଇଥିଲା ।…

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ, ଦୃଶ୍ୟମାନ ହେଉନାହିଁ ରାସ୍ତାଘାଟ

ଭୁବନେଶ୍ବର: ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଅନୁଭୂତ ହେଉଛି । ଭୁବନେଶ୍ୱର ଓ କଟକରେ ମଧ୍ୟ ପ୍ରବଳ କୁହୁଡି ହେଉଛି । ଭୁବନେଶ୍ୱର ପଟିଆ ଅଞ୍ଚଳରେ ଅଧିକ କୁହୁଡି ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ଯୋଗୁ ରାସ୍ତାଘାଟ ଦୃଶ୍ୟମାନ ହେଉନାହିଁ । ଲୋକେ ଯିବା ଆସିବା କରିବାରେ ନାନା…

ରାଜ୍ୟରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ, ପୁଣି ୨୯ ବେଳକୁ ଆସୁଛି ଆଉ ଏକ ଲଘୁଚାପ!

ଭୁବନେଶ୍ବର: ଓଡ଼ିଶାରେ ଶୀତ ଲହରି ଜାରି । ସାମୁଦ୍ରିକ ଝଡ଼ ‘ନିଭାର’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ପ୍ରବଳ ଶୀତ ଅନୁଭୂତ ହେଉଛି। ତେବେ ୧୩ଟି ସହରର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରି ତଳେ ରହିଛି। ଦାରିଙ୍ଗିବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୫…