ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଦେଖାଯିବନି ରାସ୍ତା, ବଢିବ କୁହୁଡ଼ିର ପ୍ରକୋପ
ଭୁବନେଶ୍ବର : ଶୀତ ସାଙ୍ଗକୁ ଘନ କୁହୁଡ଼ି । ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କୁହୁଡ଼ି ଯୋଗୁ ଟ୍ବିନ ସିଟିରେ ଦୃଶ୍ୟମାନ ଦୂରତା କମିଯାଇଛି । ୫୦ ମିଟର ତଳକୁ ଖସିଆସିଛି ଦୃଶ୍ୟମାନ କ୍ଷମତା ।
ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ…