ଟୁର୍ଣ୍ଣାମେଣ୍ଟ ସମୟରେ ପଡ଼ିଆରେ ପଡିଗଲେ ଫୁଟବଲ୍ ଖେଳାଳି, ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର
କେନ୍ୟୁଜ(ବ୍ୟୁରୋ ) : ରବିବାର ଦିନ ଖେଳ ସମୟରେ ଚାଲିଗଲା ଜଣେ ଖେଳାଳିଙ୍କ ଜୀବନ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲାରେ ଏକ ଫୁଟବଲ୍ ମ୍ୟାଚ୍ ଖେଳା ଯାଉଥିବା ସମୟରେ । ରିପୋର୍ଟ ଅନୁଯାୟୀ, ଆଜି ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ କାଉନସିଲର କପ୍ ଟୁର୍ଣ୍ଣାମେଣ୍ଟର ଏକ ମ୍ୟାଚ୍…