Browsing Tag

forest guard vigilance net

ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ, ଏକ ଲକ୍ଷ ତେପନ ହଜାର ଟଙ୍କା ଜବତ

ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ । ନବରଙ୍ଗପୁର ଭିଜିଲାନ୍ସକୁ ମିଳିଛି ସଫଳତା । ଫରେଷ୍ଟ ଗାର୍ଡ ବିନାୟକ ସୋରି  ବାଇକରେ ଯାଉଥିବା ବେଳେ ତାଙ୍କ ବ୍ୟାଗରୁ ଏକ ଲକ୍ଷ ତେପନ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ ଟିମ। ନନ୍ଦାହାଣ୍ଡି ବ୍ଲକ ଜଗନ୍ନାଥପୁର ବିଟରେ କାମ କରୁଥିଲେ…

ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ

ଝାରସୁଗୁଡା : ଭିଜିଲାନସ ଜାଲରେ ଫରେଷ୍ଟ ଗାର୍ଡ ଓ ଜଗୁଆଳି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଗଛ କଟା ପରିମିସନ ପାଇଁ ନେଉଥିଲେ ୧୫ ହଜାର ଟଙ୍କା। ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ରେଞ୍ଜ ବନ୍ଧବାହାଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ…