ଜଙ୍ଗଲରୁ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା କରି ପିଙ୍ଗିଦେଇଥିବା ସନ୍ଦେହ
ଆଠଗଡ଼ (କେନ୍ୟୁଜ): ଆଠଗଡ଼ ଥାନା ଅନ୍ତର୍ଗତ ଜେନାପଦା ଶାଳବଣି ଜଙ୍ଗଲ ମଧ୍ୟରୁ ଜଣେ ମହିଳାଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ଆଠଗଡ଼ ପୋଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ମହିଳାଙ୍କ ପରିଚୟ ମିଳି ପାରି ନାହିଁ । ଦୁଇ ତିନି ଦିନ ତଳୁ କେହି ମହିଳା ଜଣଙ୍କୁ ମାରି…