ବିମାନ ଦୁର୍ଘଟଣାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀଙ୍କ ମୃତ୍ୟୁ, ସ୍ପଷ୍ଟ କଲେ କେନ୍ଦ୍ର ମନ୍ତ୍ରୀ ସିଆର୍ ପାଟିଲ
ଗୁଜରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀଙ୍କ ମଧ୍ୟରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଥିଲେ ବୋଲି ସାମ୍ନାକୁ ଆସିଛି। ଫଳରେ ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ…