ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ, ଯକୃତ ରୋଗରେ ଥିଲେ ପୀଡିତ
ଝାରସୁଗୁଡ଼ା (କେନ୍ୟୁଜ): ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଆଜି ଭୋର ସମୟରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସେ ଯକୃତ ରୋଗରେ ପୀଡିତ ଥିଲେ। ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ରବିବାର…