ପୂର୍ବତନ ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରେ ଯୌନ ନିର୍ଯାତନା ଦେବା କଥା କେତେ ସତ ? ସୋସିଆଲ ମିଡିଆରେ…
ପହଲଗାମ ଆକ୍ରମଣ କାରଣରୁ ଉଭୟ ଦେଶ ମଧ୍ୟରେ ସ୍ଥିତି ବିଗିଡିବାରେ ଲାଗିଛି । ଏହି ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ଏକ ଖବର ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରଲ ହେବାରେ ଲାଗିଛି । ସେ ଜେଲରେ ଯୌନ ନିର୍ଯ୍ୟାତନାର ଶିକାର ହେଉଛନ୍ତି ବୋଲି ସୂଚନା ମିଳିଥିଲା । ତାହାର…