ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ୍ ମୁଖାର୍ଜୀ
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ୍ ମୁଖାର୍ଜୀ ଆଜି ମମତା ବାନାର୍ଜୀଙ୍କ ପାର୍ଟି ତୃଣମୂଳ କଂଗ୍ରେସରେ ସାମିଲ ହୋଇଛନ୍ତି। ଅଭିଜିତ୍ ମୁଖାର୍ଜୀ ୨୦୧୨ ଓ ୨୦୧୪ ମସିହାରେ କଂଗ୍ରେସ ଟିକେଟ୍ରେ ପଶ୍ଚିମବଙ୍ଗର ଜଙ୍ଗୀପୁର ଲୋକସଭା ଆସନରୁ ଲଢ଼ି ବିଜୟୀ ହୋଇଥିଲେ। ୨୦୧୯ ରେ ସେ…