ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ, ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ
ଭୁବନେଶ୍ୱର : ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିବାର ସୂଚନା ମିଳିଛି । ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।…