Below header
Browsing Tag

foundation day of BJD

ବିଜେଡି ପ୍ରତିଷ୍ଠା ଦିବସ : ଆନନ୍ଦ ଭବନରୁ ଶଙ୍ଖ ଭବନକୁ ସାଇକେଲ ଶୋଭାଯାତ୍ରା

କଟକ (କେନ୍ୟୁଜ ) : ବିଜୁ ଜନତା ଦଳର ଆଜି ୨୭ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ କଟକ ସ୍ଥିତ ଆନନ୍ଦ ଭବନରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଅନେକ ନେତା, ମନ୍ତ୍ରୀ ଓ କର୍ମୀମାନେ ଆସି ମାଲ୍ୟର୍ପଣ କରିଥିଲେ । ଆନନ୍ଦ ଭବନ ଠାରୁ ଭୁବନେଶ୍ୱର ଶଙ୍ଖ ଭବନ ପର୍ଯ୍ୟନ୍ତ ବିଶାଳ ସାଇକେଲ ଯାତ୍ରା…

ଭଞ୍ଜନଗରରେ ପାଳିତ ହୋଇଛି ବିଜେଡିର ପ୍ରତିଷ୍ଠା ଦିବସ, ସମାବେଶରେ ଯୋଗଦେଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ

ଭଞ୍ଜନଗର (କେନ୍ୟୁଜ): ଗଞ୍ଜାମ ଜିଲ୍ଲା ଭଞ୍ଜନଗରରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ। ଏହି ଅବସରରେ ଆୟୋଜିତ ସମାବେଶରେ ବିଜେଡି କର୍ମୀ, ନେତା, ସମର୍ଥକ ପ୍ରମୁଖ ଯୋଗଦେଇଥିଲେ । ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…