ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୪ଜଣ ଅଟକ, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କଲେ ବିଧାୟିକା
ଯାଜପୁର: ଯାଜପୁରରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୪ଜଣଙ୍କୁ ଅଟକ ରଖିଛି ପୋଲିସ । ଗତକାଲି ହକି ଷ୍ଟାଡିୟମର କ୍ରୀଡ଼ା କୋଚ ଓ ତାଙ୍କ ଅନ୍ୟ ଦୁଇ ସହଯୋଗୀ ଦ୍ଵାରା ଅସଦାଚରଣ ଓ ଦୁଷ୍କର୍ମ ହୋଇଥିବା ନେଇ ଯାଜପୁର ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୁକ୍ତ ହକି କୋଚ ଓ ସହଯୋଗୀ ରାସ୍ତାରୁ…