Browsing Tag

four killed due to accident

ରାଜଧାନୀର ଚନ୍ଦ୍ରଶେଖରପୁର ନାଲ୍‌କୋ ଛକ ନିକଟରେ ଦୁଇଟି କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ, ୨ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୪ ମୃତ। ମୃତକଙ୍କ ମଧ୍ୟରେ ୩ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଚନ୍ଦ୍ରଶେଖରପୁର ନାଲ୍‌କୋ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଅନ୍ୟ ୨ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।…