Browsing Tag

free covid vaccination in odisha

ଖୁସି ଖବର! ରାଜ୍ୟର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। କରୋନା କାଳରେ ସମସ୍ତଙ୍କ ପାଇଁ ମାଗଣା ଟିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି। ଟିକା ପାଇଁ କାହାରିକୁ ବି ଟଙ୍କାଏ ଦେବାକୁ ପଡ଼ିବ…