ଥାଲପତି ବିଜୟଙ୍କ ବଡ଼ ଘୋଷଣା, ଜନତାଙ୍କୁ ମିଳିବ ୨୦୦ ୟୁନିଟ ମାଗଣା ବିଜୁଳି
ତାମିଲନାଡୁ : ବିଜୟଙ୍କ ବଡ଼ ଘୋଷଣା । ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବା ପରେ ପରେ ବଡ଼ ଘୋଷଣା କଲେ ଥାଲାପତି ବିଜୟ । ଜନତାଙ୍କୁ ମିଳିବ ୨୦୦ ୟୁନିଟ ମାଗଣା ବିଜୁଳି । ସେହିପରି ମହିଳାଙ୍କ ପାଇଁ ମଧ୍ୟ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି । ମହିଳାଙ୍କ ସୁରକ୍ଷା ପାଇଁ ସ୍ପେଶାଲ…