ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା
କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ ଘର ବାହାରୁ ପକାଇଦେଲେ ତାଲା । ଏଭଳି ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବଡ଼ବାଙ୍କୀ ପଂଚାୟତ ବଡ଼ବାଙ୍କୀ ଗାଁରେ । ଯାହା ସୂଚନା ମିଳିଛି କି, ଗାଁର ୫୦ରୁ ଊର୍ଦ୍ଧ୍ୱ…