Browsing Tag

fuluri oil

ଆଜି ଅଣସର ପଞ୍ଚମୀ, ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ (କେନ୍ୟୁଜ): ଆଜି ମହାପ୍ରଭୁଙ୍କ ଅଣସର ସେବାର ପଞ୍ଚମ ଦିନ । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ ଅଛନ୍ତି । ଅଣସର ପିଣ୍ଡିରେ ପାରମ୍ପରିକ ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କ ଗୁପ୍ତ ଉପଚାର କରାଯାଉଛି । ଆଜି ଅନୁଷ୍ଠିତ ହେବ…