Browsing Tag

fuluri tela

ଆଜି ଲାଗି ହେବ ଫୁଲୁରୀ ତେଲ, ଧୀରେ ଧୀରେ ସୁସ୍ଥ ହେବେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ(କେନ୍ୟୁଜ): ୧୦୮ ଗରା ଜଳରେ ସ୍ନାନ ପରେ ଜ୍ୱରରେ କମ୍ପୁଛନ୍ତି ଶ୍ରୀଜୀଉ । ସେବାରେ ଲାଗିଛନ୍ତି ଶ୍ରୀଅଙ୍ଗ ସୁରକ୍ଷାରେ ଥିବା ଦଇତାପତି । ଆଜି ଫୁଲୁରୀ ତେଲ ଲାଗିହେବ । ଅଣସର ଘରେ ଚାଲିଛି ଗୁପ୍ତ ସେବା । ମହାପ୍ରଭୁ କିପରି ସୁସ୍ଥ ହେବେ ସେଥିପାଇଁ ଆଜି ରାତିରେ ଶ୍ରୀଅଙ୍ଗରେ ଲାଗି ହେବ…

ଆଜି ଅପରାହ୍ନରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଏବେ ଅଣସର ଘରେ ଶ୍ରୀଜିଉ ରହିଛନ୍ତି । ୧୦୮ ଗରା ସୁବାସିତ ଜଳରେ ଅତ୍ୟଧିକ ସ୍ନାନ କରିବା ପରେ ଅସୁସ୍ଥ ହୋଇ ପଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ଏଥିପାଇଁ ଅଣସର ପିଣ୍ଡିରେ ଅବସ୍ଥାନ କରିଛନ୍ତି। ଅଣସର ଘରେ ଚାଲିଛି ଗୁପ୍ତସେବା। ମହାପ୍ରଭୁଙ୍କ ଅନବସର ୫…