Odisha News
.
Browsing Tag

fuluri tela

ଆଜି ଅପରାହ୍ନରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଏବେ ଅଣସର ଘରେ ଶ୍ରୀଜିଉ ରହିଛନ୍ତି । ୧୦୮ ଗରା ସୁବାସିତ ଜଳରେ ଅତ୍ୟଧିକ ସ୍ନାନ କରିବା ପରେ ଅସୁସ୍ଥ ହୋଇ ପଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଜ୍ୱରରେ ପୀଡ଼ିତ ହୋଇଛନ୍ତି ମହାପ୍ରଭୁ। ଏଥିପାଇଁ ଅଣସର ପିଣ୍ଡିରେ ଅବସ୍ଥାନ କରିଛନ୍ତି। ଅଣସର ଘରେ ଚାଲିଛି ଗୁପ୍ତସେବା। ମହାପ୍ରଭୁଙ୍କ ଅନବସର ୫…