ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ
ଭୁବନେଶ୍ୱର(କେନ୍ୟୁଜ୍): ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ । ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ।
ଏନେଇ ଘୋଷଣା କରିଛନ୍ତି…