ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କ ପରଲୋକ
ଗଜପତି: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କ ପରଲୋକ । ଆଜି ସକାଳ ପ୍ରାୟ ୫ଟାବେଳେ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲରେ ତାଙ୍କର ଚିକିତ୍ସାଧିକ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସେ ଗଜପତି ଜିଲ୍ଲାର ଛେଳିଗଡ ପ୍ରକଳ୍ପର ଜମୀ…