Browsing Tag

gajapati bandh

ମମିତା ମେହେର ହତ୍ୟାକାଣ୍ଡ ଘଟଣା: ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ

ଗଜପତି (କେନ୍ଯୁଜ୍): ଆଜି ୧୨ ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ଡାକରା। ମମିତା ମେହେର ହତ୍ୟାକାଣ୍ଡକୁ ନେଇ ବିଜେପି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି ବିଜେପି । ସେପଟେ ବିଜେପି ପକ୍ଷରୁ ୮ ଘଣ୍ଟିଆ ଝାରସୁଗୁଡା ଜିଲ୍ଲା ବନ୍ଦ ଡାକରା…