Browsing Tag

gajapati maharaja

ପୁରୀ ଗୁଣ୍ଡିଚା ମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ(କେନ୍ୟୁଜ୍): ପୁରୀ ଗୁଣ୍ଡିଚା ମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଗୁଣ୍ଡିଚା ମନ୍ଦିର ଜଗମୋହନର ତିନିଟି ସ୍ତମ୍ଭର ବିମ୍‌ ଓ କଲମ୍‌ କ୍ୟାପିଟାଲରେ ଫାଟ ଥିବା ନେଇ ସେ ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ତଥା ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ସହ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ଗଜପତି, କହିଲେ: ସମ୍ପୂର୍ଣ୍ଣ ସୁରକ୍ଷିତ ଅଛି

ପୁରୀ (କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ନିବେଦନ କରିଛନ୍ତି । ସମସ୍ତେ ମିଶି ପ୍ରକଳ୍ପ କାର୍ଯ୍ୟକୁ ଆଗେଇ ନେବା ଉଚିତ । ମହାପ୍ରଭୁଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରାଯିବା ଉଚିତ ନୁହେଁ । ଶ୍ରୀମନ୍ଦିର…

ବର୍ଦ୍ଧମାନ ରାଜକୁମାରଙ୍କ ହାତ ଧରିଲେ ଗଜପତିଙ୍କ ଝିଅ, ରାଜଧାନୀର ପ୍ରତିଷ୍ଠିତ ହୋଟେଲରେ ସମ୍ପନ୍ନ ହୋଇଛି ରାଜକୀୟ…

ଭୁବନେଶ୍ବର(କେନ୍ଯୁଜ୍): ବର୍ଦ୍ଧମାନ ରାଜକୁମାରଙ୍କ ହାତ ଧରିଲେ ଗଜପତିଙ୍କ ଝିଅ। ରାଜଧାନୀର ଏକ ପ୍ରତିଷ୍ଠିତ ହୋଟେଲରେ ସମ୍ପନ୍ନ ହୋଇଛି ରାଜକୀୟ ବାହାଘର। ରାଜାଘର ପରମ୍ପରା ଅନୁଯାୟୀ ଗଜପତି ଦିବ୍ୟସିଂହ ଦେବଙ୍କ କନିଷ୍ଠ କନ୍ୟା ରାଜକୁମାରୀ ଦେବେଶୀ ବର୍ଦ୍ଧମାନ ରାଜକୁମାର ଆଦିତ୍ୟଙ୍କ ହାତ…

ମୁଖ୍ୟମନ୍ତ୍ରୀଙ୍କ ସହ ଗଜପତି ମହାରାଜାଙ୍କ ସାକ୍ଷାତ ଆଲୋଚନା

ଭୁବନେଶ୍ବର(କେନ୍ଯୁଜ୍): ମୁଖ୍ୟମନ୍ତ୍ରୀଙ୍କ ସହ ଗଜପତି ମହାରାଜାଙ୍କ ସାକ୍ଷାତ ଆଲୋଚନା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ଏହା ଗଜପତିଙ୍କର ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା…

ପୁରୀ ଗଜପତିଙ୍କ ଶ୍ରୀନହରରେ ଅନୁଷ୍ଠିତ ହେଲା ସୁନିଆଁ ପର୍ବ,୬୩ତମ ଅଙ୍କ ଓ ନୂତନ ବର୍ଷ ୧୪୨୮ର ହେଲା ଘୋଷଣା

କେନ୍ୟୁଜ୍(ବ୍ୟୁରୋ):  ପୁରୀ ଗଜପତିଙ୍କ ଶ୍ରୀନହରରେ ଅନୁଷ୍ଠିତ ହୋଇଛି ସୁନିଆଁ ପର୍ବ । ଗଜପତି ସିଂହାସନ ଆରୋହଣ କରିବା ପରେ ନୂତନ ଅଙ୍କ ବର୍ଷର ଘୋଷଣା କରାଯାଇଥିଲା । ରାଜଗୁରୁମାନେ ଗଜପତିଙ୍କୁ ବନ୍ଦାପନା କରିବା ସହ ଗଜପତିଙ୍କ ଶାସନର ୬୩ତମ ଅଙ୍କ ଓ ନୂତନ ବର୍ଷ ୧୪୨୮ର ଘୋଷଣା ହୋଇଥିଲା ।…

ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି, ଚାଲିଛି ଛେରାପହଁରା ନୀତି

ପୁରୀ: ରଥାରୁଢ ହେଲେ ଚତୁର୍ଦ୍ଧାମୂର୍ତ୍ତି । ନିଜର ପତିତପାବନ ନାମକୁ ସାର୍ଥକ କରିବା ପାଇଁ ରତ୍ନବେଦୀ ଛାଡି ଜନ୍ମବେଦୀକୁ ଚାଲି ଆସିଥିବା  କାଳିଆ ସାଆନ୍ତଙ୍କ ଆଜି ପ୍ରସିଦ୍ଧ ବାହୁଡା ଯାତ୍ରା । ବଡ଼ଭାଇ ଶ୍ରୀବଳଭଦ୍ର, ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଆଜି ବାହୁଡା ଯାତ୍ରାରେ ପୁଣି ଗୁଣ୍ଡିଚା…

ଗୁଣ୍ଡିଚା ଯାତ୍ରା ସଫଳ ଭାବେ ସମ୍ପନ୍ନ ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ : ଗଜପତି ଦିବ୍ୟସିଂହ ଦେବ

ପୁରୀ: ପୁରୀରେ ଗତକାଲି ସଫଳ ଭାବେ ସମ୍ପନ୍ନ ହୋଇଛି ଗୁଣ୍ଡିଚା ଯାତ୍ରା । ଏନେଇ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଗଜପତି ଦିବ୍ୟସିଂହ ଦେବ। ସେ କହିଛନ୍ତି, ସାଧାରଣ ଭକ୍ତଙ୍କ ବିନା ବଡ଼ଦାଣ୍ଡରେ ଗଡ଼ିଛି ରଥ। ଶୃଙ୍ଖଳାର ସହ ଓ ସୁରୁଖୁରରେ ଯାତ୍ରା ସଂପନ୍ନ ହୋଇଛି। ଖୁବ କମ୍ ସମୟ ମଧ୍ୟରେ…

ତିନି ରଥରେ ଛେରା ପହଁରା କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ: ତିନି ରଥରେ ଛେରା ପହଁରା କଲେ ପୁରୀର ଗଜପତି ମହାରାଜା ଦିବ୍ୟସିଂହ ଦେବ।  ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ତିନି ରଥରେ ପୁରୀର ଗଜପତି ମହାରାଜା ଛେରା ପହଁରା କରିଛନ୍ତି। ଯାହା ରଥଯାତ୍ରାର ଏକ ପ୍ରମୁଖ ନୀତି । ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରଥ ଉପରେ ଛେରାପହଁରା…

କେବେ ଆରମ୍ଭ ହେବ ରଥ ନିର୍ମାଣ? ଏନେଇ ସରକାର ନେବେ ନିଷ୍ପତ୍ତି, ଠିକ ସମୟରେ କାର୍ଯ୍ୟ ସରିବା ନେଇ ଆଶଙ୍କା

ପୁରୀ: ରଥନିର୍ମାଣ ପାଇଁ ସରକାର ନେବେ ନିଷ୍ପତ୍ତି । ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାମ ଆରମ୍ଭ ହୋଇପାରିନାହିଁ । ଗତକାଲି ରଥଖଳାରେ ବିଶ୍ୱକର୍ମା ମହାରଣାମାନେ ପହଞ୍ଚିଥିଲେ । କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମାଳ, ମହାପ୍ରସାଦ ଓ ନାରିକେଳ ଯୋଗାଇ ଦିଆଯାଇ…

ଲକ୍‌ ଡାଉନ୍‌ ପାଇଁ ଆହ୍ଵାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ, ଏହାକୁ ସମ୍ପୂର୍ଣ୍ଣ ପାଳନ କରିବାକୁ…

ପୁରୀ: ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅପିଲ । ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଲକ୍‌ ଡାଉନ୍‌ ପାଇଁ ଆହ୍ଵାନ ଦେଇଛନ୍ତି । କରୋନା ଭାଇରସକୁ ପ୍ରତିହିତ କରିବାକୁ ଏହି ଆହ୍ଵାନ ଦେଇଛନ୍ତି । ଏହାକୁ ସମ୍ପୂର୍ଣ୍ଣ ଭାବେ ପାଳନ କରିବାକୁ ରାଜ୍ୟବାସୀଙ୍କୁ ପୁରୀ ଗଜପତିଙ୍କ ନିବେଦନ । ଗଜପତି ଓ…