ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି, କହିଲେ ବିକାଶ କାର୍ଯ୍ୟରେ କେହି ବାଧା ସୃଷ୍ଟି କରିବା ଉଚିତ୍ ନୁହେଁ ।
ପୁରୀ(କେନ୍ୟୁଜ୍): ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜାରି ରହିବା ଆବଶ୍ୟକ । ବିକାଶ କାର୍ଯ୍ୟରେ କେହି ବାଧା ସୃଷ୍ଟି କରିବା ଉଚିତ୍ ନୁହେଁ । ଏକଥା କହିଛନ୍ତି ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ । ଆଜି ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଲୋଚନା କରିଥିଲେ…