ପାଇପ ଯୋଗେ ପାନୀୟ ଜଳ ଯୋଗାଣ କର୍ମଶାଳା, ଯୋଗ ଦେଲେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ଶେଖାୱତ
ପୁରୀ(କେନ୍ୟୁଜ୍): ଓଡ଼ିଶାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଭାରତର ପୂର୍ବାଞ୍ଚଳରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନେଇ ଏକ କର୍ମଶାଳାରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ। ୨୦୨୪ ସୁଦ୍ଧା ଦେଶର ଗ୍ରାମାଞ୍ଚଳର ପ୍ରତ୍ୟେକ ଘରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନେଇ…