Below header
Browsing Tag

gajodharan besha

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜୋଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ପୁରୀ (କେନ୍ୟୁଜ): ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ…