ଭଞ୍ଜନଗର ଥାନା ଅଞ୍ଚଳର ଭିନ୍ନ ଭିନ୍ନ ସ୍ଥାନରେ ଚାଲିଥିବା ଜୁଆଖେଳ ଉପରେ ଚଢ଼ାଉ, ୩୮ଗିରଫ
ଭଞ୍ଜନଗର(କେନ୍ୟୁଜ୍): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ପୋଲିସକୁ ବଡ ସଫଳତା। ଭଞ୍ଜନଗର ଥାନା ଅଞ୍ଚଳର ଭିନ୍ନ ଭିନ୍ନ ସ୍ଥାନରେ ଚାଲିଥିବା ଜୁଆଖେଳ ଉପରେ ଚଢ଼ାଉ କରାଯାଇଥିଲା। ୩୮ଜଣ ଜୁଆଡ଼ିକୁ ଗିରଫ କରିଛି ପୋଲିସ।
ସେମାନଙ୍କଠାରୁ ୨ ଲକ୍ଷ ୫୬ ହଜାରରୁ ଅଧିକ ଟଙ୍କା ଓ ୨୨ଟି ମୋବାଇଲ୍କୁ ଜବତ…